ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଯୁକ୍ତ ଦୁଇ ଓ ଡିଗ୍ରୀ କଲେଜର ରୂପାନ୍ତରଣ ହେବ

Jul 4, 2023 - 21:51
 0  7
ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଯୁକ୍ତ ଦୁଇ ଓ ଡିଗ୍ରୀ କଲେଜର ରୂପାନ୍ତରଣ ହେବ
ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଯୁକ୍ତ ଦୁଇ ଓ ଡିଗ୍ରୀ କଲେଜର ରୂପାନ୍ତରଣ ହେବ

ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଯୁକ୍ତ ଦୁଇ ଓ ଡିଗ୍ରୀ କଲେଜର ରୂପାନ୍ତରଣ ହେବ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭି.କେ ପାଣ୍ଡିଆନ ମଙ୍ଗଳବାର ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନକାର୍ଯ୍ୟ ସମୀକ୍ଷା କରିଛନ୍ତି । ବୀରମହାରାଜପୁରର କୋଟ ସମଲାଇ ସ୍ଥିତ ପାତାଳି ଶ୍ରୀ କ୍ଷେତ୍ରରେ ପୂଜାର୍ଚ୍ଚନା କରି ୫ଟି ସଚିବ ସମୀକ୍ଷା କାର୍ଯ୍ୟ ଆରମ୍ଭ କରିଥିଲେ । ଏହି ଅବସରରେ ସେ ମନ୍ଦିରର ବିକାଶ ଓ ଭକ୍ତଙ୍କୁ ସୁବିଧା ଯୋଗାଇବା ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ପରେ ସେ ପାର୍ବତୀ ଗିରି ମେଗା ଉଠା ଜଳସେଚନ ପ୍ରକଳ୍ପ, ବାଉଁଶୁଣୀ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ସମୀକ୍ଷା କରିଥିଲେ ।

What's Your Reaction?

like

dislike

love

funny

angry

sad

wow