ବାହୁଡା ଯାତ୍ରା ଦୁର୍ଘଟଣା ମୃତକଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

Jun 29, 2023 - 21:09
 0  9
ବାହୁଡା ଯାତ୍ରା ଦୁର୍ଘଟଣା ମୃତକଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା
ବାହୁଡା ଯାତ୍ରା ଦୁର୍ଘଟଣା ମୃତକଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

ବାହୁଡା ଯାତ୍ରା ଦୁର୍ଘଟଣା ମୃତକଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା
ବୁଧବାର ବାହୁଡା ଯାତ୍ରା ବେଳେ କେଉଁଝର ଜିଲ୍ଲା କେନ୍ଦୁଆ ଗାଁ ଓ କୋରାପୁଟ ଜିଲ୍ଲା କୋଲାବନଗରରେ ତିନି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିଜନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (ସିଏମଆରଏଫ)ରୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଇଛନ୍ତି । ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

What's Your Reaction?

like

dislike

love

funny

angry

sad

wow