ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

Jun 12, 2023 - 14:38
Jun 13, 2023 - 14:38
 0  442
ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଖରାଦିନେ ଘନ ଘନ ବିଦ୍ୟୁତ କାଟକୁ ନେଇ ସୋମବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ହୋଇଛି । କାଳବୈଶାଖୀ, ବଜ୍ରପାତ ପରେ ବିଦ୍ୟୁତ ଯୋଗାଣ ତ୍ୱରାନ୍ୱିତ କରିବା ପାଇଁ ବିତରଣ କମ୍ପାନୀ (ଡିସକମ୍) ଗୁଡିକର ପ୍ରସ୍ତୁତି ସମୀକ୍ଷା ହୋଇଛି । ବୈଠକରେ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଓଇଆରସିର ନିର୍ଦ୍ଦେଶକ (ନିୟାମକ), ଡିସକମର ମୁଖ୍ୟ ନିର୍ବାହୀ ଅଧିକାରୀ ଏବଂ ମୁଖ୍ୟ ଅପରେଟିଂ ଅଫିସର, ଗ୍ରିଡକୋର ପରିଚାଳନା ନିର୍ଦ୍ଦେଶକ ଏବଂ ନିର୍ଦ୍ଦେଶକ (ଫାଇନାନ୍ସ ଓ କର୍ପୋରେଟ୍ ବ୍ୟାପାର) ପ୍ରମୁଖ ଉପସ୍ଥିତ ଥିଲେ।

What's Your Reaction?

like

dislike

love

funny

angry

sad

wow