ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି 

Jul 24, 2023 - 08:53
Jul 25, 2023 - 08:54
 0  8
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି 
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି 

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି 
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ସୂଚନା ଦିଆଯାଇଛି । ଏହା ପ୍ରଭାବରେ ଜୁଲାଇ ୨୫ (ମଙ୍ଗଳବାର) ବେଳକୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ମଙ୍ଗଳବାର ଅପରାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶାର ୬ ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

What's Your Reaction?

like

dislike

love

funny

angry

sad

wow