ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଇଡି ସମନ

Aug 8, 2023 - 11:48
Aug 9, 2023 - 11:48
 0  4
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଇଡି ସମନ
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଇଡି ସମନ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଇଡି ସମନ
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଏକ ମନି ଲଣ୍ଡରିଂ ମାମଲାରେ ପଚରାଉଚରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ସମନ ଜାରି କରାଯାଇଛି । ଅଗଷ୍ଟ ୧୪ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଡକାଯାଇଛି । ଏହି ମାମଲାରେ ପ୍ରାୟ ଏକ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି । ପୂର୍ବରୁ ଏହି ମାମଲାରେ ମୁଖ୍ୟମନ୍ତ୍ରୀ ସୋରେନଙ୍କ ଘନିଷ୍ଠ ସହଯୋଗୀ ପଙ୍କଜ ମିଶ୍ରଙ୍କୁ ଇଡି ଗିରଫ କରିସାରିଛି । ପୂର୍ବରୁ ମଧ୍ୟ ତାଙ୍କୁ ଏହି ମାମଲାରେ ପଚରାଉଚରା କରାଯାଇଥିଲା ।

What's Your Reaction?

like

dislike

love

funny

angry

sad

wow