କେନ୍ଦୁଝର ଟ୍ରକ ଦୁର୍ଘଟଣା ମୃତକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷିତ

Jun 28, 2023 - 06:09
Jun 29, 2023 - 06:10
 0  8
କେନ୍ଦୁଝର ଟ୍ରକ ଦୁର୍ଘଟଣା ମୃତକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷିତ
କେନ୍ଦୁଝର ଟ୍ରକ ଦୁର୍ଘଟଣା ମୃତକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷିତ

କେନ୍ଦୁଝର ଟ୍ରକ ଦୁର୍ଘଟଣା ମୃତକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷିତ
କେନ୍ଦୁଝର ଟ୍ରକ ଦୁର୍ଘଟଣା ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିବା ସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (ସିଏମଆରଏଫ)ରୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଉଲ୍ଲେଖଯୋଗ୍ୟ ମଙ୍ଗଳବାର ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ଷଠୀଘର ଠାରେ ହୋଇଥିବା ଟ୍ରକ୍‌ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହେବା ସହ ୭ ଜଣ ଗୁରୁତର ଆହତ ହୋଇଥିଲେ । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୃତକମାନଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

What's Your Reaction?

like

dislike

love

funny

angry

sad

wow