ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ବୃଦ୍ଧି

Aug 7, 2023 - 07:50
Aug 8, 2023 - 07:51
 0  5
ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ବୃଦ୍ଧି
ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ବୃଦ୍ଧି

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ବୃଦ୍ଧି
ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ୨୦୨୩-୨୪ ପାଇଁ ହିତାଧିକାରୀ ପଞ୍ଜିକରଣ ଆବେଦନ ଅବଧି ବୃଦ୍ଧି କରାଯାଇଛି । ପୂର୍ବରୁ ସ୍ୱାସ୍ଥ୍ୟ ବୀମା ପଞ୍ଜିକରଣର ଶେଷ ତାରିଖ ଅଗଷ୍ଟ ୭ ଥିବାବେଳେ ଏବେ ଏହାକୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସରକାର ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଆବେଦନ ଅବଧି ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡ଼ିଶା ସାମ୍ବାଦିକ ସଂଘ(ଓଜେୟୁ) ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଛି ।

What's Your Reaction?

like

dislike

love

funny

angry

sad

wow