ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରାଶି ବୃଦ୍ଧି

Jul 18, 2023 - 06:32
Jul 19, 2023 - 06:32
 0  6
ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରାଶି ବୃଦ୍ଧି
ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରାଶି ବୃଦ୍ଧି

ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରାଶି ବୃଦ୍ଧି
କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହି ପଦକ୍ଷେପ ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ସେମାନଙ୍କ ପରିବାର ଉପକୃତ ହେବେ । ଉଲ୍ଲେଖଯୋଗ୍ୟ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ଏବେ ଏହି ରାଶି ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସମ୍ପର୍କରେ ସାମ୍ବାଦିକ ଓ ସେମାନଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ ।

What's Your Reaction?

like

dislike

love

funny

angry

sad

wow