ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶିତ

Aug 7, 2023 - 07:39
Aug 8, 2023 - 07:40
 0  4
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶିତ
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶିତ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶିତ
ସୋମବାର ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଏଥିରେ ସମୁଦାୟ ୪୩୩ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ୧୩୧୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪୩୩ ଜଣ କୃତକାର୍ଯ୍ୟ ହୋଇଥିବାବେଳେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ଜଣ କୃତକାର୍ଯ୍ୟ ହୋଇଥିବା ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ, ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇଥିଲା । ସାରା ରାଜ୍ୟରେ ୮୦ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।

What's Your Reaction?

like

dislike

love

funny

angry

sad

wow