ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

Jun 27, 2023 - 12:40
Jun 28, 2023 - 12:40
 0  8
ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୩ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ନେଇ ବିଜ୍ଞପ୍ତି ଜାରି ହୋଇଛି । ଛାତ୍ରଛାତ୍ରୀମାନେ ୮୦ଟି କେନ୍ଦ୍ରରେ ପରୀକ୍ଷା ଦେଇପାରିବେ । ଆଡମିଟ କାର୍ଡ ଡାଉନଲୋଡ କରିବା ପାଇଁ www.bseodisha.ac.inରେ ଲଗଅନ କରିପାରିବେ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ‌ମାଟ୍ରିକ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରି ନଥିବା ଛାତ୍ରଛାତ୍ରୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଘୋଷଣା ପରେ ଛାତ୍ରଛାତ୍ରୀଙ୍କୁ ଚଳିତ ବର୍ଷର ଯୁକ୍ତ ଆଡମିସନ ପ୍ରକ୍ରିୟାରେ ସୁଯୋଗ ମିଳିବ । ଉଲ୍ଲେଖଯୋଗ୍ୟ, ସପ୍ଲିମେଣ୍ଟାରୀ ପରୀକ୍ଷା ଫର୍ମ ଫିଲଅପ୍‌ ମେ’ ୨୬ରୁ ଆରମ୍ଭ ହୋଇ ଜୁନ୍‌ ୧ ପର୍ଯ୍ୟନ୍ତ ଚାଲିଥିଲା ।

What's Your Reaction?

like

dislike

love

funny

angry

sad

wow