ବିଶ୍ୱ ଆଥଲେଟିକ୍ ଚାମ୍ପିଅନସିପରେ ଇତିହାସ ରଚିଲେ ନୀରଜ ଚୋପ୍ରା

Neeraj Chopra made history at the World Athletics Championships

Aug 28, 2023 - 12:49
 0  4
ବିଶ୍ୱ ଆଥଲେଟିକ୍ ଚାମ୍ପିଅନସିପରେ ଇତିହାସ ରଚିଲେ ନୀରଜ ଚୋପ୍ରା

ବିଶ୍ୱ ଆଥଲେଟିକ୍ ଚାମ୍ପିଅନସିପରେ ଇତିହାସ ରଚିଲେ ନୀରଜ ଚୋପ୍ରା। ଜାଭେଲିନ୍ ଥ୍ରୋରେ ରୌପ୍ୟ ପଦକ ହାସଲ କରିଛନ୍ତି। ବିଶ୍ୱ ଆଥଲେଟିକ ଚାମ୍ପିୟନସିପରେ ନୀରଜ ଚୋପ୍ରା ଜାଭଲିନ୍ ଥ୍ରୋରେ ୮୮.୧୩ ମି. ଜାଭଲିନ ଫିଙ୍ଗି ରୌପ୍ୟ ପଦକ ହାସଲ କରିଛନ୍ତି। ଫଳରେ ୧୯ ବର୍ଷ ପରେ ଭାରତକୁ ପଦକ ମିଳିଛି। ଦୀର୍ଘ ୪୦ ବର୍ଷ ପରେ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ନୀରଜ ଚୋପ୍ରା। ଏଥିସହ ସମସ୍ତ ବିଶ୍ୱସ୍ତରୀୟ ପ୍ରତିଯୋଗୀତାରେ ସ୍ୱର୍ଣ୍ଣ ପଦକ ଜିତିବାରେ ସେ ହୋଇଛନ୍ତି ପ୍ରଥମ ଭାରତୀୟ। ତେବେ ନୀରଜଙ୍କ ସଫଳତା ପରେ ଟୁଇଟ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବୁଦାଫେଷ୍ଟରେ ରବିବାର ଅନୁଷ୍ଠିତ ବିଶ୍ୱ ଆଥଲେଟ ଚମ୍ପିୟନସିପରେ ପୁରୁଷ ଜାଭଲିନ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏଥିରେ ଦ୍ୱିତୀୟ ପ୍ରୟାସରେ ୮୮ ଦଶମିକ ୧୭ ମିଟର ଜାଭଲିନ ଫିଙ୍ଗି ଏହି ସଫଳତା ଅଜର୍ନ କରିଛନ୍ତି ନୀରଜ। ପାରମ୍ପାରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନର ଅର୍ଶନ ନଦୀବ ଋତୁର ୮୭ ଦଶମିକ ୬୭ ମିଟିର ଜାଭଲିନ ଫୋପାଡି ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଚେକ୍ ରିପବ୍ଲିକର ଜାକବ ଜାଦଲେଜକ ୮୬ ଦଶମିକ ୬୭ ମିଟର ସହ ତୃତୀୟ ସ୍ଥାନରେ ରହିଛନ୍ତି ।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.