ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ରଜ ଶୁଭେଚ୍ଛା

Jun 15, 2023 - 02:06
Jun 16, 2023 - 02:06
 0  503
ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ରଜ ଶୁଭେଚ୍ଛା
ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ରଜ ଶୁଭେଚ୍ଛା

ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ରଜ ଶୁଭେଚ୍ଛା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ରଜ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି, ରଜ ପର୍ବ ଅବସରରେ ହାର୍ଦ୍ଦିକ ଶୁଭକାମନା । ଏହି ପବିତ୍ର ଅବସର ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଓ ସମୃଦ୍ଧି ଆଣି ଦେଉ । ଆପଣଙ୍କ ଜୀବନ ଆନନ୍ଦମୟ ହେଉ ।

What's Your Reaction?

like

dislike

love

funny

angry

sad

wow