୬.୫ ପ୍ରତିଶତ ରେ ଅପରିବର୍ତ୍ତିତ ରହିଲା ‘ରେପୋ’ ରେଟ୍‌

Aug 10, 2023 - 18:37
 0  3
୬.୫ ପ୍ରତିଶତ ରେ ଅପରିବର୍ତ୍ତିତ ରହିଲା  ‘ରେପୋ’ ରେଟ୍‌

କ୍ରମାଗତ ତୃତୀୟ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଥିବା କହିଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ଏହି ଘୋଷଣା ପରେ ଘର, କାର ଋଣ ସମେତ ସମସ୍ତ ପ୍ରକାର ଋଣ ନେଇଥିବା ଋଣଦାତାଙ୍କୁ ଆଶ୍ୱସ୍ତୀ ମିଳିଛି। ପୂର୍ବ ଭଳି ୬.୫ ପ୍ରତିଶତରେ ରେପୋ ରେଟ୍‌ ଅପରିବର୍ତ୍ତିତ ରହବି। ଘୋଷଣା କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ‘ରେପୋ ରେଟ୍‌’ ଅପରିବର୍ତ୍ତିତ ରଖିବା ଲାଗି ୬ଜଣିଆ ସଦସ୍ୟବିଶିଷ୍ଟ ‘ମନିଟାରି ପଲିସି କମିଟି’ ସର୍ବସଂମତିକ୍ରମେ ନିଷ୍ପତ୍ତି ଗ୍ରହଣ କରିଛି।

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.