ନବୀନଙ୍କ ମନ୍ତ୍ରୀମଣ୍ଡଳରୁ ବାଦ ପଡିଲେ ରୋହିତ 

Jun 9, 2023 - 02:33
Jun 10, 2023 - 02:42
 0  645
ନବୀନଙ୍କ ମନ୍ତ୍ରୀମଣ୍ଡଳରୁ ବାଦ ପଡିଲେ ରୋହିତ 
ନବୀନଙ୍କ ମନ୍ତ୍ରୀମଣ୍ଡଳରୁ ବାଦ ପଡିଲେ ରୋହିତ 

ନବୀନଙ୍କ ମନ୍ତ୍ରୀମଣ୍ଡଳରୁ ବାଦ ପଡିଲେ ରୋହିତ 
ରେଢାଖୋଲ ବିଧାୟକ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ରାଜ୍ୟ ମନ୍ତ୍ରୀମଣ୍ଡଳରୁ ବାଦ ପଡିଛନ୍ତି । ରୋହିତଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସୁପାରିଶ କରିଥିଲେ । ନିକଟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ବାର୍ଷିକ ସମୀକ୍ଷା କରିଥିଲେ । ଏହି ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ପ୍ରଦର୍ଶନ ଉତ୍ସାହଜନକ ନଥିଲା । ତେଣୁ ରୋହିତଙ୍କୁ ମନ୍ତ୍ରୀ ପଦ ହରାଇବାକୁ ପଡିଲା ବୋଲି ଜଣାପଡିଛି । ଏବେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।

What's Your Reaction?

like

dislike

love

funny

angry

sad

wow