ରାଉରକେଲାରୁ ଭୁବନେଶ୍ୱର ଚାଲିବ ବନ୍ଦେ ଭାରତ

Aug 14, 2023 - 07:51
Aug 15, 2023 - 07:51
 0  7
ରାଉରକେଲାରୁ ଭୁବନେଶ୍ୱର ଚାଲିବ ବନ୍ଦେ ଭାରତ
ରାଉରକେଲାରୁ ଭୁବନେଶ୍ୱର ଚାଲିବ ବନ୍ଦେ ଭାରତ

ରାଉରକେଲାରୁ ଭୁବନେଶ୍ୱର ଚାଲିବ ବନ୍ଦେ ଭାରତ
ଓଡ଼ିଶାକୁ ମିଳିବ ଆଉ ଏକ ବନ୍ଦେ ଭାରତ ଏକ୍ସପ୍ରେସ । ଏହି ଏକ୍ସପ୍ରେସ ରାଉରକେଲାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଯାତ୍ରା କରିବ । ଏଥିଲାଗି ରୁଟ ଚାର୍ଟ ପ୍ରସ୍ତୁତ ହୋଇସାରିଛି ବୋଲି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି । ସୋମବାର 
ଭୁବନେଶ୍ୱର ଠାରେ ରାଜଧାନୀ ଏକ୍ସପ୍ରେସରେ ତେଜସ୍ କୋଚର ଶୁଭାରମ୍ଭ କରିବା ଅବସରରେ ସେ ଏହି ସୂଚନା ଦେଇଛନ୍ତି । ଏହି ଟ୍ରେନ ପୁରୀରୁ ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, ତାଳଚେର, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଦେଇ ରାଉରକେଲା ଯାଏ ଚାଲିବ । ଫଳରେ ପଶ୍ଚିମ ଓଡ଼ିଶାବାସୀ ଉପକୃତ ହେବେ ।

What's Your Reaction?

like

dislike

love

funny

angry

sad

wow