ପୂରଣ ହେବ ଶିକ୍ଷକ ପଦବୀ;  ପ୍ରକାଶ ପାଇଲା ବିଜ୍ଞପ୍ତି

Jul 12, 2023 - 12:48
Jul 12, 2023 - 16:18
 0  10
ପୂରଣ ହେବ ଶିକ୍ଷକ ପଦବୀ;  ପ୍ରକାଶ ପାଇଲା ବିଜ୍ଞପ୍ତି

ଯୁବକ ଯୁବତୀ ମାନଙ୍କ ପାଇଁ ଖୁସି ଖବର । ଯେଉଁ ଯୁବକ ଯୁବତୀମାନେ ଶିକ୍ଷକତା ପାଇଁ ଇଚ୍ଛୁକ ରହିଛନ୍ତି ସେମାନଙ୍କ ପାଇଁ ଏକ ସୁଯୋଗ ନେଇ ଆସିଛନ୍ତି ରାଜ୍ୟ ସରକାର । ଓଡ଼ିଶା ସରକାରଙ୍କ ପକ୍ଷରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ପଦବୀ ସୃଷ୍ଟି କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ବିଜ୍ଞପ୍ତିରେ ପ୍ରକାଶ ପାଇଥିବା ଏହି ସବୁ ପଦବୀ ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପାଇଁ ଉଦ୍ଦିଷ୍ଟ ରହିଛି । ୬୪୨ଟି ପୋଷ୍ଟ୍ ଗ୍ରାଜୁଏଟ୍ ଟିଚର (ପିଜିଟି) ପଦବୀ ପାଇଁ ରହିଥିବା ବେଳେ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍ ପଦବୀ ପୂରଣ ହେବା ନେଇ କୁହାଯାଇଛି ।ବିଜ୍ଞପ୍ତିରେ ପ୍ରକାଶ ପାଇଥିବା ଏହି ସବୁ ପଦବୀ ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପାଇଁ ଉଦ୍ଦିଷ୍ଟ ରହିଛି । ୬୪୨ଟି ପୋଷ୍ଟ୍ ଗ୍ରାଜୁଏଟ୍ ଟିଚର (ପିଜିଟି) ପଦବୀ ପାଇଁ ରହିଥିବା ବେଳେ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍ ପଦବୀ ପୂରଣ ହେବା ନେଇ କୁହାଯାଇଛି। ତାହା ସହ ଲାବୋରେଟୋରୀ ଆଟେଣ୍ଡାଣ୍ଟ୍ ପାଇଁ ୨୪ଟି ପଦବୀ ରହିଛି । ବିଜ୍ଞପ୍ତିରେ ୧୦୬ଟି ଆସିଷ୍ଟାଣ୍ଟ ଲାଇବ୍ରେରିଆନ୍ ପଦବୀ ରହିଥିବାବେଳେ ୧୦୬ଟି ଜୁନିଅର୍ କ୍ଲର୍କ୍ ପଦବୀ ରହିଛି। ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ୍‌ କାର୍ଯ୍ୟ, ଲାବ୍‌ ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାରଙ୍କ ପକ୍ଷରୁ ପଦବୀ ସୃଷ୍ଟି କରାଯାଇଛି । ଅଣ-ଶିକ୍ଷକ ପଦବୀ ଗୁଡ଼ିକୁ ନିଯୁକ୍ତି ଦେବାକୁ ମଞ୍ଜୁର ପ୍ରଦାନ କରିଛନ୍ତି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ପଦବୀ ସୃଷ୍ଟି ହୋଇଛି। ଏହି ସବୁ ପଦବୀ ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପାଇଁ ଉଦ୍ଦିଷ୍ଟ। 

What's Your Reaction?

like

dislike

love

funny

angry

sad

wow

K.S -KwikOdisha Bureau My writing style is characterized by engaging storytelling, meticulous fact-checking, and a commitment to presenting multiple perspectives.