ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Jun 24, 2023 - 07:42
Jun 25, 2023 - 07:42
 0  6
ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଭାରତୀୟ ସଂସ୍କୃତିରେ ରଥଯାତ୍ରାର ମହତ୍ତ୍ୱ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଏକ ଭିଡିଓ ମଧ୍ୟ ସେୟାର କରିଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି, ‘ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହି ପବିତ୍ର ଦିବସ ପାଳନ ଅବସରରେ ପ୍ରଭୁ ଜଗନ୍ନାଥଙ୍କ ଐଶ୍ୱରୀୟ ଯାତ୍ରା ଆମ ସମସ୍ତଙ୍କ ଜୀବନକୁ ସ୍ୱାସ୍ଥ୍ୟ, ସୁଖ ଏବଂ ଆଧ୍ୟତ୍ମିକତାରେ ପରିପୂର୍ଣ୍ଣ କରୁ ।’

What's Your Reaction?

like

dislike

love

funny

angry

sad

wow