ୟୁକ୍ରେନ ପ୍ରସଙ୍ଗ ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ

Jun 30, 2023 - 07:18
Jul 1, 2023 - 07:18
 0  6
ୟୁକ୍ରେନ ପ୍ରସଙ୍ଗ ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
ୟୁକ୍ରେନ ପ୍ରସଙ୍ଗ ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ

ୟୁକ୍ରେନ ପ୍ରସଙ୍ଗ ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି । ଏହି ଆଲୋଚନାରେ ୟୁକ୍ରେନ ପରିସ୍ଥିତି ସମ୍ପର୍କରେ ଆଲୋଚନା ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଆଲୋଚନା ଓ କୂଟନୀତି ମାଧ୍ୟମରେ ସମସ୍ୟା ସମାଧାନ ପାଇଁ ଦେଇଥିବା ଆହ୍ୱାନକୁ ଦୋହରାଇଛନ୍ତି । ଏହାସହିତ ଉଭୟ ନେତା ଦ୍ୱିପାକ୍ଷିକ ସହଯୋଗ ପ୍ରଗତି ସମୀକ୍ଷା କରିବା ସହ ଉଭୟ ପକ୍ଷର ସ୍ୱାର୍ଥ ସମ୍ବଳିତ ଆଞ୍ଚଳିକ ଓ ବୈଶିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଦୁଇ ଦେଶ ମଧ୍ୟରେ ସ୍ୱତନ୍ତ୍ର ଓ ବିଶେଷ ରଣନୈତିକ ଭାଗିଦାରୀ ଆହୁରି ମଜବୁତ କରିବା ପାଇଁ ଦୁଇ ନେତା ଏକମତ ହୋଇଛନ୍ତି ।

What's Your Reaction?

like

dislike

love

funny

angry

sad

wow