ଶପଥ ନେବେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

Aug 7, 2023 - 07:46
Aug 8, 2023 - 07:47
 0  5
ଶପଥ ନେବେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି
ଶପଥ ନେବେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଶପଥ ନେବେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି
ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଶୁଭାଶିଷ ତାଲାପତ୍ର ମଙ୍ଗଳବାର ଶପଥ ଗ୍ରହଣ କରିବେ । ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଜଷ୍ଟିସ ତାଲାପତ୍ରଙ୍କୁ ମୁଖ୍ୟ ବିଚାରପତି ଭାବେ ଶପଥପାଠ କରାଇବେ । ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ.ମୁରଲୀଧରଙ୍କ କାର୍ଯ୍ୟକାଳ ସୋମବାର ସମାପ୍ତ ହୋଇଛି । ଉଲ୍ଲେଖଯୋଗ୍ୟ, ଜଷ୍ଟିସ୍‌ ତାଲାପତ୍ରଙ୍କ ମୁଖ୍ୟ ବିଚାରପତି ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଜୁଲାଇ ୧୯ରେ ଜାରି ହୋଇଥିଲା ।

What's Your Reaction?

like

dislike

love

funny

angry

sad

wow