ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟିତ

Jun 24, 2023 - 08:03
Jun 25, 2023 - 08:03
 0  10
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟିତ
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟିତ

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟିତ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିଛନ୍ତି । ଏହାସହ ୨୭୬ ହଷ୍ଟେଲ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୂଆ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିବା ସହ ଓଡିଶା ଆଦର୍ଶ ବିଦ୍ୟାଳୟ ସାରା ଦେଶରେ ରୋଲ ମଡେଲ ସାଜିବ ବୋଲି କହିଛନ୍ତି । ଉତ୍ତମ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ସ୍ଥାପିତ ଓଏଭିରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ କରାଯାଉଛି । ନିଟ୍, ଜେଇଇ ଆଡଭାନ୍ସ ଓ ଜାତୀୟସ୍ତରୀୟ ପରୀକ୍ଷାରେ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେଉଛନ୍ତି । କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗ ଦେଇ କହିଛନ୍ତି ରାଜ୍ୟରେ ସ୍ଥାପିତ ୩୧୫ ଓଏଭିରେ ୩୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି ।

What's Your Reaction?

like

dislike

love

funny

angry

sad

wow