ଓଟିପି ସେୟାରିଂ ମାମଲାରେ ଅଭିଯୁକ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ୍

Jul 17, 2023 - 07:35
Jul 18, 2023 - 07:36
 0  6
ଓଟିପି ସେୟାରିଂ ମାମଲାରେ ଅଭିଯୁକ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ୍
ଓଟିପି ସେୟାରିଂ ମାମଲାରେ ଅଭିଯୁକ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ୍

ଓଟିପି ସେୟାରିଂ ମାମଲାରେ ଅଭିଯୁକ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ୍
ଓଟିପି ସେୟାରିଂ ଓ ଆତଙ୍କବାଦୀ ଲିଙ୍କ ମାମଲାରେ ଗିରଫ ହୋଇଥିବା ପଠାଣି ସାମନ୍ତକୁ ପଶ୍ଚିମବଙ୍ଗ ଏସଟିଏଫ୍ ମଙ୍ଗଳବାର ଠାରୁ ୫ ଦିନିଆ ରିମାଣ୍ଡରେ ନେବ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ, ସିଲିଗୁଡ଼ି ଥାନାରେ ପଠାଣି ସାମନ୍ତ ନାଁରେ ପୂର୍ବରୁ ମାମଲା ରହିଛି । ରିମାଣ୍ଡ ସରିବା ପରେ ଝାରପଡ଼ା ଜେଲରେ ପଠାଣି ସାମନ୍ତକୁ ଏନଆଇଏ ଜେରା କରିବ । ପୂର୍ବରୁ ଏ ନେଇ ଏସଟିଏଫ୍ ଇଣ୍ଟେଲିଜେନ୍ସ ବ୍ୟୁରୋ ସହ ଯୋଗାଯୋଗରେ ରହିଛି। ଅଭିଯୁକ୍ତଙ୍କୁ ମୁମ୍ବାଇ ଆଣ୍ଟି ଟେରରିଷ୍ଟ ସ୍କ୍ବାଡ୍ ଜେରା କରିସାରିଛି। ଅଭିଯୁକ୍ତମାନେ ମ୍ୟୁଲ ଆକାଉଣ୍ଟ ଓ ପ୍ରି ଆକ୍ଟିଭେଟ ସିମ ଜରିଆରେ କାରବାର ଚଳାଇଥିଲେ ।

What's Your Reaction?

like

dislike

love

funny

angry

sad

wow