ଟ୍ରାକ୍ଟର ଦୁର୍ଘଟଣା ମୃତକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା

ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅଞ୍ଚଳରେ ଟ୍ରାକ୍ଟର ଦୁର୍ଘଟଣା ଯୋଗୁଁ ୪ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିବା ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଇଛନ୍ତି ।

Jun 5, 2023 - 06:10
 0  694
ଟ୍ରାକ୍ଟର ଦୁର୍ଘଟଣା ମୃତକଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା

ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅଞ୍ଚଳରେ ଟ୍ରାକ୍ଟର ଦୁର୍ଘଟଣା ଯୋଗୁଁ ୪ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିବା ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଇଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (ସିଏମଆରଏଫ)ରୁ ମୃତକମାନଙ୍କ ନିକଟତମ ପରିଜନଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

What's Your Reaction?

like

dislike

love

funny

angry

sad

wow