ଜୁନ ୮ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

Jun 7, 2023 - 01:33
Jun 8, 2023 - 01:33
 0  454
ଜୁନ ୮ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଜୁନ ୮ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଜୁନ ୮ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ଜୁନ୍‌ ୮ ଅପରାହ୍ନ ୪ଟା ବେଳେ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମେ ମାଧ୍ୟମିକ ଶିକ୍ଷା ପରିଷଦ ବୁକଲେଟ୍ ଜାରି କରିବା ପରେ ୱେବସାଇଟରେ ମାର୍କ ଉପଲବ୍ଧ ହେବ । ପରୀକ୍ଷାର୍ଥୀମାନେ orissaresults.nic.in କିମ୍ବା chseodisha.nic.in ୱେବସାଇଟରୁ ପରୀକ୍ଷା ଫଳ ଚେକ୍ କରିପାରିବେ । ଉଲ୍ଲେଖଯୋଗ୍ୟ, ପୂର୍ବରୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇସାରିଛି 

What's Your Reaction?

like

dislike

love

funny

angry

sad

wow