ଯୁକ୍ତ ୩ ନାମ ଲେଖା ପାଇଁ ବିଜ୍ଞପ୍ତି ଜାରି

Jun 12, 2023 - 14:42
Jun 13, 2023 - 14:42
 0  699
ଯୁକ୍ତ ୩ ନାମ ଲେଖା ପାଇଁ ବିଜ୍ଞପ୍ତି ଜାରି
ଯୁକ୍ତ ୩ ନାମ ଲେଖା ପାଇଁ ବିଜ୍ଞପ୍ତି ଜାରି

ଯୁକ୍ତ ୩ ନାମ ଲେଖା ପାଇଁ ବିଜ୍ଞପ୍ତି ଜାରି
ଯୁକ୍ତ ତିନିରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । www.samsodisha.gov.in ରେ ଜୁନ ୧୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ସେହିପରି ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା, ଦ୍ଵିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭, ତୃତୀୟ ପର୍ଯ୍ୟାୟ ମେଧା ତାଲିକା ଅଗଷ୍ଟ ୩, ଅଗଷ୍ଟ ୨୧ରେ ଚତୁର୍ଥ ପର୍ଯ୍ୟାୟ, ପଞ୍ଚମ ପର୍ଯ୍ୟାୟ ସେପ୍ଟେମ୍ବର ୧ ଏବଂ ଷଷ୍ଠ ପର୍ଯ୍ୟାୟ ୧୩ ସେପ୍ଟେମ୍ବରରେ ମେଧା ତାଲିକା ପ୍ରକାଶିତ ହେବ ।

What's Your Reaction?

like

dislike

love

funny

angry

sad

wow